Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
ଲେଖା: ଅମ୍ବିକା ପଟ୍ଟନାୟକ ∼ କପାଳୀ ମଠ : ଓଡ଼ିଆ ସାମରିକ ଶକ୍ତିର ଅଭ୍ୟୁତ୍ଥାନ ପୀଠ ∼ ଭୁବନେଶ୍ୱରର ପ୍ରସିଦ୍ଧ ଲିଙ୍ଗରାଜ ମନ୍ଦିର ପଶ୍ଚିମ ଦିଗରେ ଅବସ୍ଥିତ ଚିତ୍ରକାରିଣୀ ମନ୍ଦିର ସମୂହ l ଲିଙ୍ଗରାଜ ମନ୍ଦିର କର୍ଜନ ସ୍ତମ୍ଭ ରାସ୍ତା ଦେଇ ପଶ୍ଚିମକୁ ଆଗେଇ ଚାଲିଲେ ଚିତ୍ରକାରିଣୀ ମନ୍ଦିର l ତେବେ ମନ୍ଦିର ଆଗରୁ…
ଲେଖା: ଦେଵ ତ୍ରିପାଠୀ ୧୮୦୩ ମସିହା, ସେପ୍ଟେମ୍ବର ୮ ତାରିଖ । ଗଞ୍ଜାମ ମାଟିରୁ ଏକ ବିଶାଳ ସୈନ୍ୟବାହିନୀ ପ୍ରସ୍ତୁତ ହେଉଥିଲେ ଏକ ବହୁପ୍ରତୀକ୍ଷିତ ଯୁଦ୍ଧାଭିଯାନ ପାଇଁ ! ବ୍ରିଟିଶ ସେନାର #କର୍ଣ୍ଣେଲ_ହାରକୋଟ୍ ଙ୍କ ନେତୃତ୍ବରେ ! ଆଜି କର୍ଣ୍ଣେଲଙ୍କ ମନ ଉଚ୍ଚାଟ ! ଦୀର୍ଘ ଦିନର ଇପ୍ସିତ ଏ ଯାତ୍ରା ! ଏ ଅଭିଯାନ…
ଲେଖା: ଦେଵ ତ୍ରିପାଠୀ “ଉତ୍କଳର ପୂର୍ବ-ସ୍ମୃତି-ପୂତ, ବାରବାଟୀ ଆଜ ସାଜେ ସଜ୍ଜୀଭୂତ। ଐତିହାସିକ ଏ ଦୁର୍ଗ ବାରବାଟୀ, ବୀର ରକ୍ତପିଣ୍ଡେ ଗଢା ଯାର ମାଟି। ବାରବାଟୀ ଯହିଁ ମନ-ସ୍ମୃତି-ପୋତେ, ବାହିଯାଏ ପ୍ରତିଲୋମେ କାଳସ୍ରୋତେ। କାଳେ କାଳେ କେତେ ଦେଖି ଯେ ଆସିଲା, ନଶ୍ଵର ନରର ଗରିମାର ଲୀଳା !” (କବିବର ରାଧାନାଥ ରାୟ କୃତ ‘ଦରବାର’)…
ସୌରଭିତ ସୃଷ୍ଟି: ହୁତାତ୍ମା ଦିଵାକର ପରିଡ଼ା ରଣପୁର ପ୍ରଜା ଆନ୍ଦୋଳନର ଅମର ସୂତ୍ରଧର ସ୍ଵାଧୀନତା ସଂଗ୍ରାମୀ ହୁତାତ୍ମା ଦିଵାକର ପରିଡ଼ା ବ୍ରିଟିଶ୍ ପଲିଟିକାଲ ଏଜେଣ୍ଟ “ମେଜର ବେଜେଲଗେଟ୍” ହତ୍ୟା ଅପରାଧରେ ଅଭିଯୁକ୍ତ ହୋଇ କାରାରୁଦ୍ଧ ଅଵସ୍ଥାରେ “ଉତ୍କଳ ସରଗ ମୋର ଜନ୍ମସ୍ଥାନ” ନାମକ ଗୋଟିଏ ଦେଶାତ୍ମବୋଧକ କଵିତା ରଚନା କରିଥିଲେ । ସେହି କଵିତା ରଚନା…
ସୌରଭିତ ସୃଷ୍ଟି: ଗୋଦାବରୀଶ ମହାପାତ୍ର ଓଡ଼ିଆ ଜାତିର ସେ ଘଡିସନ୍ଧି ମୁହୂର୍ତ୍ତରେ ସୃଷ୍ଟି ହୋଇଥିଲା କେତେ କେତେ ଜାଗରଣର କବିତା, ଯାହା ଉତ୍କଳୀୟ ନବଜାଗରଣର ତୂର୍ଯ୍ୟନାଦ ଭଳି ପ୍ରତିଧ୍ୱନିତ ହେଉଛି ଏ ଯାବତ । ସ୍ବଭାଷା, ସାହିତ୍ୟ, କବିତା, ନାଟକ, ଉପନ୍ୟାସର ଆତ୍ମବିକାରେ ଏକ ଜାଗୃତିର ହିଲ୍ଲୋଳ ପ୍ରବାହିତ ହେଲା ଓଡ଼ିଶା ମାଟିରେ । ସେସବୁ…
ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ କଟକ ଶବ୍ଦର ବ୍ୟାଖ୍ୟା: କଟ=ବେଷ୍ଟନ କରିବା+କର୍ତ୍ତୃ. ଅକ ଏ ଶବ୍ଦର ସଂସ୍କୃତ ବିଶେଷ୍ୟ ହିସାବରେ ଯେଉଁ ଅର୍ଥ ସବୁ ଭାଷାକୋଷରେ ଅଛି ତାହା ଏଠାରେ ଦିଆଗଲା …. ୧●ସାନୁ; ପର୍ବତର ମଧ୍ୟଦେଶ★ ୨● ବଳୟ; ହାତଖଡ଼ୁ ୩●ଗୋଡ଼ଖଡ଼ୁ ୪●ଚକ୍ର ★ ୫● ନଗର; ରାଜଧାନୀ★ ୬●ସୈନ୍ୟ★ ୭●…