Tag ବାଲିଯାତ୍ରା

ବାଲିଯାତ୍ରା

ଲେଖା: ବନ୍ଧନ ଦଳେଇ   ~ ବିଶ୍ଵପ୍ରସିଦ୍ଧ ଐତିହାସିକ ବାଲିଯାତ୍ରା ~ ସାଧବ ପୁଅଙ୍କ ନୌବାଣିଜ୍ୟର ମୁକସାକ୍ଷୀ ହେଉଛି ଏ ବାଲିଯାତ୍ରା । ସାତଦରିଆ ତେରନଈ ପାର ହୋଇ ଆମ ସାଧବ ପୁଅମାନେ ଯାଉଥିଲେ ବଣିଜ କରି ! ତାହାରି ଅମ୍ଲାନସ୍ମୃତି ହେଉଛି ବାଲିଯାତ୍ରା, ଏବଂ ବଣିଜରୁ ନାନାଦି ମୂଲ୍ୟବାନ ସାମଗ୍ରୀ ଆଣି ନିଜ ପଶରା…

ଡ଼ଙ୍ଗାଭସା

ଲେଖା: ଦେଵ ତ୍ରିପାଠୀ କାର୍ତ୍ତିକ ପୂର୍ଣ୍ଣିମା । କଟକରୁ କୋଚିନ୍ ସୁରଟରୁ ମିରଟ ଯେଉଁଠାରେ ବି ଆମେ ଓଡ଼ିଆଏ ଆସ୍ଥାନ ଜମାଇ ସାରିଛେ, ସବୁଠି ଆବାଳ-ବୃଦ୍ଧ-ବନିତା, ରାତି ନ ପାହୁଣୁ ବିଛଣା ଛାଡି, ଆଖପାଖ ନଦୀନାଳ, ଗାଡିଆପୋଖରୀରେ (ଏପରିକି ଚୁଆପାଣିରେ) ବୁଡ ପକାଇ ସୋଲ ତିଆରି ଖେଳଣା ଡଙ୍ଗା (କ୍ଵଚିତ କଦଳୀବାହୁଙ୍ଗା ଡଙ୍ଗା)ରେ ଦୀପ ଜାଳି…

ଗଡଗଡେଶ୍ୱର ମନ୍ଦିର

ଲେଖା: ଦେଵ ତ୍ରିପାଠୀ ୧୧୮୦ ଖ୍ରୀଷ୍ଟାବ୍ଦ ପାଖାପାଖି କୌଣସି ସମୟ ।  ମହାରାଜା ଦ୍ଵିତୀୟ ଅନଙ୍ଗଭୀମ ଦେଵ ଚଉଦ୍ଵାର ରାଜବାଟୀରୁ ମହାନଦୀ ପାର ହୋଇ ଆସି ପହଞ୍ଚିଲେ ସେଠାରେ । ସେ ସ୍ଥାନଟିର କି ଅଜଣା ଆକର୍ଷଣ ଓ ମାହାତ୍ମ୍ୟ ସେ ଅନୁଭବ କଲେ, କ୍ଷଣିକେ ଯୋଜନା କରିଥିଲେ ସେଠାରେ ଗଡ଼ଟିଏ ପ୍ରତିଷ୍ଠା କରିବା ପାଇଁ…

ବାରବାଟୀ ରାଫେଲ

ଲେଖା: ଶଶାଙ୍କ ତରାଇ କିଛି ଇତିହାସ ଏମିତି ରଚାଯାଇଛି ଯାହା ଆଜି ଯାଏଁ ଜୀବିତ, ତାହାରି ଭିତରୁ ଗୋଟିଏ ଇତିହାସ ହେଉଛି କଟକ ବାରବାଟୀ ଷ୍ଟାଡିୟମର ଇତିହାସ । ତେବେ ଏଥିରେ କଣ ଇତିହାସ ଅଛି ? ବାରବାଟୀ ଷ୍ଟାଡିୟମ୍’କୁ ତ ସମସ୍ତ ଜାଣନ୍ତି ଏବଂ ତାହାରି ପାଇଁ ଓଡ଼ିଶାରେ କଟକ କ୍ରୀଡା ରାଜଧାନୀ ହୋଇଥିଲା…