Tag ବାସୁଦେବ ସୁଢଳଦେବ

ବାସୁଦେବ ସୁଢ଼ଳଦେବ

~ ବାସୁଦେବ ସୁଢ଼ଳଦେବ ~ ଲେଖା: ନିରଞ୍ଜନ ସାହୁ ଅନେକ ନୃପତି ଅଛନ୍ତି । କିଏ ଉତ୍ତରାଧିକାର ସୂତ୍ରରେ, କିଏ ବାହୁବଳରେ, କିଏ ଛଳକପଟରେ, ଆଉ କିଏ ବା ବିଧିପ୍ରେରିତ ! ବାମଣ୍ଡା ରାଜା ବ୍ରଜସୁନ୍ଦର ଦେଵ ଥିଲେ ଅପୁତ୍ରିକ। ତେଣୁ ଗ୍ରହଣ କରିନେଲେ ବାସୁଦେବଙ୍କୁ ପୋଷ୍ୟପୁତ୍ର ଭାବରେ ସାନଭାଇ ହରିହର ବଡ଼କୁଅଁରଙ୍କ ଠାରୁ ।…

ବାସୁଦେବ ସୁଢଳଦେବ

ଲେଖା: ନିରଞ୍ଜନ ସାହୁ ସାର୍ ବାସୁଦେବ ସୁଢଳଦେବ ! ପବିତ୍ରକୀର୍ତ୍ତି ଶ୍ରୀଯୁକ୍ତ ବାମଣ୍ଡାଧିପ ବାସୁଦେବ ସୁଢଳଦେବ ମହୋଦୟ ଶ୍ରୀ କରକମଳେଷୁ ସବିନୟ ନିବେଦନମିଦଂ ! ଶ୍ରୀମନ୍ ମହାରାଜ ! ପରସ୍ପର ବିରୋଧୀ ଶ୍ରୀ, ସରସ୍ଵତୀ ଏବଂ ବିନୟ ଆପଣଙ୍କଠାରେ ଏକତ୍ରାବସ୍ଥିତ ହୋଇ ପରସ୍ପରର ଶୋଭା ବୃଦ୍ଧି କରୁଅଛନ୍ତି, ଏହା ସମସ୍ତେ ଏକବାକ୍ୟରେ ସ୍ଵୀକାର କରନ୍ତି। ବିଶେଷତଃ…

ସମ୍ବଲପୁର ହିତୈଷିଣୀ : ପ୍ରତିଷ୍ଠା ଦିବସ 

~ ସମ୍ବଲପୁର ହିତୈଷିଣୀ ~ ଲେଖା: ଅମୃତେଶ ଖଟୁଆ ବାମଣ୍ଡାଧିପ ବାସୁଦେବ ସୁଢଳଦେବ! ସେତେବେଳେ ତାଙ୍କର ଶାସନ କାଳ ଥିଲା ଉଜ୍ଜୟିନୀର ବିକ୍ରମାଦିତ୍ୟଙ୍କ ପରି ସ୍ଵର୍ଣ୍ଣିମ ଓ ଚିରନ୍ତନ ସ୍ମରଣୀୟ! ସାହିତ୍ଯ ଆଲୋଚନା ସହ ରାଜ୍ଯରେ ପ୍ରଭୂତ ସମୁନ୍ନତି ଫଳେ ପ୍ରଧାନପାଟ ଜଳପ୍ରପାତଠାରୁ ନେଇ ବିବିଧ ସ୍ଥଳରେ ବୈଦ୍ୟୁତିକ ଶକ୍ତିର ପରିଚାଳନାର ଶୁଭଲଗ୍ନ ହେଲା! ଓଡ଼ିଆ…