Tag ବିରଜାକ୍ଷେତ୍ର

ପୁରୀ

ଉପସ୍ଥାପନା: ପ୍ରଦୀପ କୁମାର ମହାନ୍ତି ~ ପରମ ତୀର୍ଥକ୍ଷେତ୍ର ପୁରୀ ~ ପୁରୀ ମଧ୍ୟ ପୁରୁଷୋତ୍ତମ କ୍ଷେତ୍ର, ଶ୍ରୀକ୍ଷେତ୍ର, ଶଙ୍ଖକ୍ଷେତ୍ର ନାମରେ ଖ୍ୟାତ। ଶ୍ରୀକ୍ଷେତ୍ର ପୁରୀରେ ଶ୍ରୀଜଗନ୍ନାଥ ହେଉଛନ୍ତି ଏହି କ୍ଷେତ୍ରର କେନ୍ଦ୍ର ଓ ମୁଖ୍ୟ । ଏହି କ୍ଷେତ୍ରରେ ଚାରିଗୋଟି ଆଶ୍ରମ ବା ଚତୁଃଶ୍ରମ, ପାଞ୍ଚଗୋଟି ତୀର୍ଥ ବା ପଞ୍ଚତୀର୍ଥ, ସାତଗୋଟି ବଟବୃକ୍ଷ ବା…

ସିଦ୍ଧେଶ୍ୱର ମନ୍ଦିର

ଲେଖା: ଦେଵ ତ୍ରିପାଠୀ କଥାରେ ଅଛି, “ସାତଥର ଯିବ ପୁରୀ, ଥରେ ଯାଇଥିବ ରସିକାକଢି ସବୁ ପାପ ଯିବ ଛାଡ଼ି ।।” ଏଇ ଉକ୍ତିରୁ ଜଣାପଡ଼େ ଶ୍ରୀକ୍ଷେତ୍ରଠାରୁ ଏ କ୍ଷେତ୍ରରେ ପୁଣ୍ୟ ଫଳ ଅଧିକ । ଅବଶ୍ୟ ସତକଥା । ହରିଙ୍କ ସହ ହର ପୂଜାପାଉଛନ୍ତି ଏଇ ବିଶେଷ କ୍ଷେତ୍ରରେ । ହରିହରଙ୍କୁ ଏଠାରେ ଖେଚୁଡ଼ିଭୋଗ…

ବିରଜାକ୍ଷେତ୍ର

ଲେଖା: ଦେଵ ତ୍ରିପାଠୀ “ଗଦାକ୍ଷେତ୍ରଞ୍ଚ ବିରଜାମେକାମ୍ରଂ ଚକ୍ର ସଜ୍ଞକମ୍, କୋଣାର୍କଂ ପଦ୍ମକ୍ଷେତ୍ରଞ୍ଚ ଶଙ୍ଖକ୍ଷେତ୍ରଂ ନୀଳାଚଳମ୍ II” ଭଗବାନ ମହାବିଷ୍ଣୁଙ୍କର ଚତୁର୍ଭୁଜରେ ଶୋଭାପାଏ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ । ‘ବାମଦେବ ସଂହିତା’ ଅନୁଯାୟୀ, ପୁରୁଷୋତ୍ତମ କ୍ଷେତ୍ର ନୀଳାଚଳ ପୁରୀକୁ ଭଗବାନଙ୍କ ଆୟୁଧ ଶଙ୍ଖ ସହ ସଂପୃକ୍ତ କରାଯାଇ ଶଙ୍ଖକ୍ଷେତ୍ର, ଏକାମ୍ରନଗରକୁ ଚକ୍ର ସହ ସଂଯୁକ୍ତ…