Physical Address
Sai Samarpanam, Satya Vihar, Bhubaneswar
ଲେଖା: ସନ୍ତୋଷ ପଟ୍ଟନାୟକ ଗଞ୍ଜାମରେ ଅଷ୍ଟାଦଶ ଶତାଦ୍ଦୀର ପଞ୍ଚମ ଦଶକରୁ ବିଂଶ ଶତାବ୍ଦୀର ମଧ୍ୟଭାଗ ଯାଏଁ ଲୋକନାଟକର ପଦଚିହ୍ନ ଥିଲା । ଏହି ସମୟକୁ ଗଞ୍ଜାମ ଲୋକନାଟକର ସୁବର୍ଣ୍ଣ ଯୁଗ ବୋଲି କୁହାଯାଇପାରେ । ସବୁ ଗାଁରେ ମଠମନ୍ଦିର ଥିଲା । ପୂଜାପାର୍ବଣ ଅନୁଷ୍ଠିତ ହେଉଥିଲା । ଧର୍ମୀୟ ଉତ୍ସବରେ ଲୋକନାଟ୍ୟ ପରିବେଷିତ ହେଉଥିଲା…
ଲେଖା: ଦେଵ ତ୍ରିପାଠୀ ଓଡିଶାରେ ବୋଦ୍ଧଧର୍ମର ବିଲୟ, ତାନ୍ତ୍ରିକଧର୍ମର ଅଭ୍ୟୁଦୟ ଓ ଭକ୍ତିଧର୍ମର ଆତ୍ମପ୍ରକାଶ ପରେ ‘ଆଧ୍ୟାତ୍ମିକ ମନୋରଞ୍ଜନ’ର ମାଧ୍ୟମ ଭାବରେ ପରିପ୍ରକାଶ ପାଇଥିଲା ସୁଲଳିତ ପଦାବଳୀ ସମ୍ବଳିତ ସାଙ୍ଗୀତିକତାରେ ଉଛ୍ୱସିତ “ଲୀଳା” ଯୁଗର ମହାର୍ଘ ପରମ୍ପରା । ଲୋକନାଟକର ସଶକ୍ତ ଶାଖା ରୂପେ ଏହି ଲୀଳାଯୁଗର ପ୍ରବର୍ତ୍ତକ ଥିଲେ ଭକ୍ତିଯୁଗର ଉଦ୍ଗାତା ଅତିବଡ଼ି ଜଗନ୍ନାଥ…