Physical Address
Sai Samarpanam, Satya Vihar, Bhubaneswar
~ ଅବଲୁପ୍ତ ସବୁଜଧାରା: ଗୋପାଳ ଦାଶ ~ ଲେଖା: ଅମୃତେଶ ଖଟୁଆ ଊନବିଂଶ ଶତାବ୍ଦୀର ମଧ୍ୟବର୍ତ୍ତୀ ଭାଗ ଓଡ଼ିଆ ଯାତ୍ରାର ନବୋନ୍ମେଷର ମଧ୍ୟକାଳ। ସେହି ସମୟରେ ଲୀଳାଯାତ୍ରାଠାରୁ ନେଇ ଯାତ୍ରାର ସଂସ୍କାର ସହ ଯାତ୍ରାର ନବରୂପ ସଂଗଠିତ ହେଉଥାଏ। ୧୭୫୦ ଖ୍ରୀଷ୍ଟାବ୍ଦରୁ ୧୯୪୭ ଖ୍ରୀଷ୍ଟାବ୍ଦ ପର୍ଯ୍ୟନ୍ତ ଓଡ଼ିଆ ଯାତ୍ରାର ମଧ୍ଯ କାଳ ରୂପେ ନିରୂପିତ କରାଯାଏ।…
ଲେଖା: ଦେଵ ତ୍ରିପାଠୀ କବିମଞ୍ଜୁଳ କୃଷ୍ଣପ୍ରସାଦ ବସୁ ! “ମୋତେ ଦୁନିଆଁ କହୁଛି ପାତକୀ ! ତୁମେ ଜାଣ ପ୍ରଭୁ କିସ ମୁଁ ହୋଇଛି ବିଛୁଆତି ଅବା କେତକୀ ?” ଅଭିମାନଭରା ହୃଦୟରେ ଜୀବଦ୍ଦଶାରେ କେବେ ଲେଖିଥିଲେ ସେ ଏଇପଦକ ! ଜୀବନର ଶେଷ ସମୟ ଯାଏଁ ଏଇ ଆଶାରେ ସେ ଜୀଇଁ ଥିଲେ,…
ଲେଖା ଦେଵ ତ୍ରିପାଠୀ ୧୯୦୩ ମସିହା । ଶ୍ମଶାନିତ ହୋଇ ସରୀସୃପ ନିଦ୍ରାରେ ଶୋଇ ପଡିଥିବା ଇତିହାସ ପ୍ରସିଦ୍ଧ ଜାତିଟି କଡ଼ ଲେଉଟିବାକୁ ଆରମ୍ଭ କରିଥିଲା। ଯୁଗପୁରୁଷ ମଧୁବାବୁଙ୍କ ପ୍ରଭାବରେ ରାଜ୍ୟର ବହୁ ପ୍ରାନ୍ତ, ବହୁ ମୂଲକରୁ ଶୁଭୁଥିଲା ରଣହୁଙ୍କାର । ସ୍ତିମିତପ୍ରାୟ ଧିମେଇ ରହିଥିବା ବହୁ ଆଗ୍ନେୟଉତ୍ସ ସାମିଲ ଥିଲେ ସେଇ ମହାସ୍ରୋତରେ !…
ଲେଖା: ଦେଵ ତ୍ରିପାଠୀ “ଛି ଛି ମଦ ପିଇବି ନାହିଁ ଲୋ କଳାପାଣି ପରି ଦିଶେ, ସେଇ କଳାପାଣି ପେଟରେ ପଡ଼ିଲେ ଚଉଦ ଭୂବନ ଦିଶେ” ଏପରି ସୁଲଳିତ ଓ ବୋଧଗମ୍ୟ ପଦାବଳୀକୁ ନାଟକୀୟ ଅଭିନୟ ମାଧ୍ୟମରେ ସମାଜରେ ନିଶାନିବାରଣ ତଥା ଛୁଆଁଅଛୁଆଁ ଭଳି ସାମାଜିକ କୁସଂସ୍କାର, ଇଂରେଜ ଶାସନର ଅତ୍ୟାଚାର, ମାଦକ ବର୍ଜନ, ଓଡ଼ିଆଙ୍କ…
ଲେଖା: ଦେଵ ତ୍ରିପାଠୀ ନିହାତି ପିଲାଦିନର କଥା । ଗାଁକୁ କେବେ ଯାତ୍ରା ଆସିଲେ ଘରେ ଘରେ ବନ୍ଧୁବାନ୍ଧବ ପହଞ୍ଚିଯା’ନ୍ତି । ଆମେ ପିଲାମାନେ ଖରାବେଳୁ ସଞ୍ଜ ନଇଁବା ଯାଏଁ ମାତିଯାଉ ବେଲୁନ ଆଉ କଣ୍ଢେଇ କିଣିବାରେ । ସଞ୍ଜ ନଇଁଗଲେ ସପମଶିଣା, ଚଟେଇ ଖଣ୍ଡେ କାଖରେ ଜାକି ଧାଇଁ ଯାଉ ଯାତ୍ରାପଡିଆକୁ, ପରିବାର ଲୋକ…