Tag ଭାରତମଣି

ଭାରତମଣି

ଲେଖା: ଦେଵ ତ୍ରିପାଠୀ ୧୯୨୨ ମସିହା, ଜୁନ ମାସ, ହଜାରିବାଗ ଜେଲ୍, ବିହାର । ନୂଆ କରି ଜେଲ୍’ର ଦାୟିତ୍ଵ ନେବାକୁ ଆସିଲେ ଭାରତୀୟ (ବିହାରୀ) ଜେଲର୍ ଜଣେ । ଦାୟିତ୍ଵ ଗ୍ରହଣ କରିବା ଦିନ ହିଁ ସେ ଦେଖି ଆଶ୍ଚର୍ଯ୍ୟଚକିତ ହେଲେ, ୨୨ ବର୍ଷୀୟ ଓଡ଼ିଆ ପ୍ରହରୀ ପିଲାଟେ ସବୁ ଭଲମନ୍ଦ ବୁଝୁଥାଏ ଜଣେ…

ଭାରତମଣିଙ୍କ ସୂକ୍ତିମାଳା

ଉପସ୍ଥାପନା: ଶିଶିର ସାହୁ ମନୋଜ ଭାରତମଣିଙ୍କ ସୂକ୍ତିମାଳା ଉପସ୍ଥାପନାଟି, ଉତ୍କଳ ସମ୍ମିଳନୀର ଏକ ଅଭିଭାଷଣରେ ଭାରତମଣିଙ୍କ ଦ୍ଵାରା କଥିତ ମୁଖ୍ୟ ମୁଖ୍ୟ ମତରୁ ଆନୀତ । ୧. ଯେଉଁମାନେ ଉତ୍କଳ ଵା ଓଡ଼ିଶାରେ ସମାନ ଆଶା ଆକାଙ୍କ୍ଷା ଧରି ଜନ୍ମ ମରଣରେ ସମ୍ମାନ ଶ୍ରେୟଃ ସ୍ଵାର୍ଥରେ  ଵିଜଡି଼ତ, ସେମାନେ ସମସ୍ତେ ଓଡ଼ିଆ ଜାତି । ୨.…

କବିକୁଳ କଞ୍ଜ ଉପଇନ୍ଦ୍ର ଭଞ୍ଜ

ଉପେନ୍ଦ୍ର ଭଞ୍ଜଙ୍କ ସବୁ କ୍ଲିଷ୍ଟତା ଓ ଦୁର୍ବୋଧ୍ୟତା ସତ୍ତ୍ୱେ, ତାହାର ଅନ୍ତର୍ନିହିତ ସାଙ୍ଗୀତିକତା ଓଡ଼ିଆଙ୍କ ହୃଦୟରେ ଓ ଓଡ଼ିଶାର ପୁରପଲ୍ଲୀରେ ଜନସାଧାରଣଙ୍କୁ ଆଦୃତ କରି ରଖିଅଛି। ତାଙ୍କର ପ୍ରଭାବ ଦୀର୍ଘ ଦୁଇ ଶତାବ୍ଦୀ ଧରି କ୍ଲାନ୍ତହୀନ ଭାବେ ଆଗକୁ ଆଗକୁ ଚାଲିଛି। ସେଇଥିପାଇଁ ସେ ଯଶଦେହୀ, କବିସମ୍ରାଟ . .

କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର

ଲେଖା: ଦେଵ ତ୍ରିପାଠୀ ~ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ~ ଭଦ୍ରକ । ଜିଲ୍ଲା ସମ୍ମିଳନୀ । ତତ୍କାଳୀନ ନବଜାଗ୍ରତ ଉତ୍କଳର ଅପ୍ରତିଦ୍ଵନ୍ଦୀ ନେତା ସନ୍ଥମହାତ୍ମା ଭାରତମଣି ଗୋପବନ୍ଧୁ ସେ ସଭାରେ ଉପସ୍ଥିତ । ସଭାର ପ୍ରାରମ୍ଭରେ ଗାନ ହେଲା ଆବାହନୀ ସଙ୍ଗୀତ: “ଉଡାଇ ନିଶାଣ, ବଜାଇ ଭେରୀ ଜଗାଇ ବିପୁଳ ପୁଲକ କମ୍ପ, ମନ୍ତ୍ରପୂତ…

ଗୋପବନ୍ଧୁ ଚୌଧୁରୀ

ଲେଖା: ଦେଵ ତ୍ରିପାଠୀ ୧୯୨୦ ସାଲ । ନଇବଢ଼ି ସମୟ ।  ବନ୍ୟାବିଧ୍ୱସ୍ତ ଜେନାପୁର ଓ ଅନ୍ୟ ଗ୍ରାମଗୁଡିକରେ ବନ୍ୟାପ୍ରପୀଡ଼ିତ ଲୋକଙ୍କ ଅବସ୍ଥା ଦେଖି କାନ୍ଦି ଉଠିଲା ଯାଜପୁରର ତତ୍କାଳୀନ ଡେପୁଟି ମାଜିଷ୍ଟ୍ରେଟଙ୍କ ଦରଦୀ ହୃଦୟ ।  ସରକାରୀ ସାହାଯ୍ୟକୁ ଅନୁଧ୍ୟାନ କରି ସେତକ ଦେଖି ଯଥେଷ୍ଟ ନୁହେଁ ବୋଲି ଅଧିକ ସାହଯ୍ୟ ନିମନ୍ତେ ଦାବି…

ଭିଏତନାମରେ ଭାରତମଣି 

ଲେଖା: ଦେଵ ତ୍ରିପାଠୀ ଭିଏତନାମରେ ଭାରତମଣି ! ଶିରୋନାମା ପଢି ଆଚମ୍ବିତ ହେବା ସ୍ୱାଭାବିକ I ମାତ୍ର ଇଏ ଆମ ପାଇଁ ଗୌରବର କଥା ନିଶ୍ଚୟ I ସତୁରୀ ଦଶକ ।  ହୋଚିମିନ୍ ମହାନଗରୀ । ଭିଏତନାମ ।  ବିପ୍ଳବର ସମୟ ! ଭୟ, ଆତଙ୍କ, ହତାଶା, ହାହାକାର, ହିଂସା, ଦ୍ୱେଷ, ବିଭୀଷିକା, ଅତ୍ୟାଚାରର କାଳିମା…

ବୋଇତବନ୍ଦାଣ

ଲେଖା: ସୁଚେତା ପ୍ରଧାନ ଚନ୍ଦ୍ରାକିତ ରଜନୀ। କୁହୁଡିର ମଳିନ ଆସ୍ତରଣ ତଳେ ରୂପେଲି ଜ୍ୟୋତ୍ସ୍ନା ସୃଷ୍ଟି କରୁଥାଏ ଏକ ଅପରୂପ ମାୟା। ରାତି ପାହିଲେ ମହା କାର୍ତ୍ତିକର ମହା ପୂର୍ଣ୍ଣିମା। ରାତି ପାହିବାକୁ ତର ସହେନି। ଶିଶିର ସ୍ନାତ ପାହାନ୍ତି ପ୍ରହର ପୂର୍ବରୁ ଓଡିଶାର ଘରେ ଘରେ ଚହଳ। ବୋଇତ ବନ୍ଦାଣର ବେଳା। ଭଳିକି ଭଳି…