Physical Address
Sai Samarpanam, Satya Vihar, Bhubaneswar
Physical Address
Sai Samarpanam, Satya Vihar, Bhubaneswar
ଲେଖା: ଅରବିନ୍ଦ ମହାନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅନ୍ୟତମା ଶକ୍ତି ରୂପେ ଦେବୀ ବସୁଧା ବା ଭୂଦେବୀଙ୍କ ପରିଚୟ। ସମଗ୍ର ସଂସାରକୁ ଧାରଣ କରିଥିବା ହେତୁ ସେ ମଧ୍ୟ ବିଶ୍ୱଧାତ୍ରୀ ନାମେ ପ୍ରସିଦ୍ଧା। ଭଗବାନ ବିଷ୍ଣୁଙ୍କ ତୃତୀୟ ଅବତାର ତାଙ୍କ ସୁରକ୍ଷା ପାଈଁ ସୃଷ୍ଟି। ହିରଣାକ୍ଷ ଦୈତ୍ୟକୁ ମୁକ୍ତି ପ୍ରଦାନ କରି ଭୂଦେବୀଙ୍କୁ ବରାହ ରୂପେ ଉଦ୍ଧାର…
ଉତ୍କଳୀୟ ସାଂସ୍କୃତିକ ପରମ୍ପରା ସୁପ୍ରାଚୀନ ନିର୍ଦିଷ୍ଟ ଶୃଙ୍ଖଳାବୋଧ ସମନ୍ୱିତ ଚେତନା ସହିତ ଉଡ୍ର ସଂସ୍କୃତିର ମୌଳିକତା, ବୈଦିକ ସଂସ୍କୃତିର ଗାମ୍ଭୀର୍ଯ୍ୟ, ବୈଷ୍ଣବ ପରମ୍ପରାର ଆତ୍ମୀୟତା ତଥା ଚୈତନ୍ୟ ପରମ୍ପରାର ସତ୍ତ୍ୱପ୍ରେମର ଅପୂର୍ବ ସମନ୍ୱୟରେ ଉନ୍ମେଷିତ ଓ ବିକଶିତ ହୋଇ ମହାର୍ଘ ପରିବେଶ ମଧ୍ୟରେ ଗୌରବାନ୍ୱିତ ହୋଇଛି ପ୍ରାଚୀନ ଉକ୍ରଳୀୟ ପର୍ବର୍ବାଣିସବୁ . .
ଲେଖା: ବନ୍ଧନ ଦଳାଇ ପ୍ରାଚୀନ ପୁରାଣ ଶାସ୍ତ୍ରାଦିରେ ଉଲ୍ଲେଖ ଅଛି ଯେ, ସମଗ୍ର ପୃଥିବୀରେ ଶ୍ରୀପୁରୁଷୋତ୍ତମ ସଦୃଶ ପୂଣ୍ୟ କ୍ଷେତ୍ର ବିରଳ। ଉତ୍କଳ ଭୂଖଣ୍ଡର ରାଷ୍ଟ୍ର ଦେବତା ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଅବସ୍ଥିତି ଯୋଗୁଁ ଏହି କ୍ଷେତ୍ର ଏକ ଆଧ୍ୟାତ୍ମିକ ତୀର୍ଥସ୍ଥଳୀ ଭାବେ ବିଶ୍ୱବ୍ରହ୍ମାଣ୍ଡରେ ସୁପରିଚିତ। ଏପରିକି ଦାରୁବ୍ରହ୍ମସ୍ୱରୁପୀ ଶ୍ରୀଜଗନ୍ନାଥଙ୍କ ଲୀଳାସ୍ଥଳୀ ଶ୍ରୀପୁରୁଷୋତ୍ତମ କ୍ଷେତ୍ର ସର୍ବଜନାଦୃତ ହୋଇ ଅତ୍ୟନ୍ତ…