Physical Address
Sai Samarpanam, Satya Vihar, Bhubaneswar
ଲେଖା: ଦେଵ ତ୍ରିପାଠୀ ଦିନେ ଆହତ କ୍ରୌଞ୍ଚର ବେଦନାବିଦ୍ଧ ଦୃଶ୍ୟ ମହର୍ଷି ବାଲ୍ମିକୀଙ୍କ କଣ୍ଠରେ ଭରିଥିଲା ଆର୍ଯ୍ୟଭୂମିର ଆଦ୍ୟ କବିତା; ଶରବିଦ୍ଧ ହଂସ ଗୌତମ ବୁଦ୍ଧଙ୍କୁ କରିଥିଲା ଉତ୍ତାଳ କରୁଣାରେ ଆର୍ଦ୍ର, ନିଷ୍ଠୁର ବ୍ୟାଧର ଆଚରଣରୁ ସୃଷ୍ଟି ହେଇଥିଲା ଏ ଜାତିର ମହାକାବ୍ୟ ‘ରାମାୟଣ’ ଏବଂ ଆଉ ଜଣେ ଲଭିଥିଲେ ଆଲୋକିତ ପଥର ସନ୍ଧାନ –…
ସାରା ଜୀବନ ଶିକ୍ଷାଦାନକୁ ବ୍ରତ ଭାବେ ଗ୍ରହଣ କରିଥିଲେ ବି ନିଜକୁ ଛାତ୍ର ଭାବେ ବିଚାର କରୁଥିଲେ ସର୍ବଦା। ଓଡ଼ିଶାର ଶିକ୍ଷକ ସଂଘର ନେତା ଭାବେ ଶିକ୍ଷା ବ୍ୟବସ୍ଥାର ସଂସ୍କାର ଦିଗରେ ତାଙ୍କର ଦାନ ସ୍ମରଣୀୟ। ତାଙ୍କର କର୍ମକ୍ଷେତ୍ର ଥିଲା ବ୍ୟାପକ। ଓଡ଼ିଆ ସାହିତ୍ୟର ବିଶିଷ୍ଟ ସାହିତ୍ୟରଥୀ, ଦାର୍ଶନିକ ଶ୍ରୀ ଚିତ୍ତରଞ୍ଜନ ଦାସଙ୍କ ଭାଷାରେ 'ବୈକୁଣ୍ଠ ନାଥ ରଥ ଜଣେ ସ୍ଵନିର୍ବାଚିତ ଶିକ୍ଷକ' . .