Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
ଲେଖା: ଦେଵ ତ୍ରିପାଠୀ ବିରୂପା ନଦୀକୂଳରେ ଯେଉଁ ମହିୟସୀ ନାରୀଙ୍କ ଆତ୍ମୋତ୍ସର୍ଗ ଯେ ସ୍ବାଧୀନ ତଥା ସ୍ବର୍ଣ୍ଣିମ ଉତ୍କଳ ଗଠନ ପାଇଁ ଅଭିପ୍ରେରିତ କରିଥିଲା, ସମ୍ପୃକ୍ତ ଅଞ୍ଚଳଟି ଓଡ଼ିଶାର ଭୋୖଗୋଳିକ ମାନଚିତ୍ରରେ ଗର୍ବିତ ସ୍ଥାନ ଅଧିକାର କରି ନଥିଲେ ମଧ୍ୟ ରାଜ୍ୟର ମହାର୍ଘ ଇତିହାସ ସହିତ ଚକଡା଼ପୋଥି ଏବଂ ମାଦଳାପାଞ୍ଜିରେ ପାଇଥିଲା ଗୌରବାବହ ସମୁଜ୍ଜ୍ୱଳ ପରିଚୟ…
ଲେଖା: ଋଷିରାଜ ପଟ୍ଟନାୟକ ଇତିହାସର ସ୍ମୃତିରେ ହୁକିଟୋଲା ଦ୍ୱୀପ ଓ ଓଡ଼ିଶାର ପ୍ରଥମ ବତୀଘର । କେନ୍ଦ୍ରାପଡ଼ାରୁ ୫୫କି.ମି. ଗଲାପରେ ମହାକାଳପଡ଼ା ପଡ଼ିଥାଏ l ଏଠାରୁ ଅନତି ଦୂରରେ ରାମନଗର ଓ ଖରନାସି ଅବସ୍ଥିତ । ବାଟରେ ଯିବାବେଳେ ପଡ଼ିଥାଏ ଏହି ଅଞ୍ଚଳର ଆରାଧ୍ୟ ଦେବୀଙ୍କ ପୀଠ ଯିଏ ବଙ୍ଗୋପସାଗର କୂଳରେ ମା’ ରାମଚଣ୍ଡୀଙ୍କ ରୂପେ…
ଲେଖା: ସୁଶାନ୍ତ ସାହୁ ହୋଇପାରେ ଏହା ଏକ ବିବାଦୀୟ ପ୍ରଶ୍ନ, ମାତ୍ର ବିବାଦରୁ ହିଁ ଇତିହାସର ଅନେକ ସ୍ବର୍ଣ୍ଣିମ ସତ୍ୟ ଆବିଷ୍କୃତ ହୋଇପାରିଛି। ନିକଟ ଅତୀତରେ ରସଗୋଲା ଘଟଣାକୁ ଉଦାହରଣ ସ୍ୱରୂପ ନିଆଯାଇ ପାରେ। ପୋଥିଗତ ତତ୍ବ ହିଁ ପ୍ରକୃତ ସତ୍ୟ ଏହା ଆମେ ସହଜରେ ମାନି ନେଉ କାରଣ ଆମ ଓଡ଼ିଆଙ୍କଠାରେ ଅନୁସନ୍ଧାନ ମନୋବୃତ୍ତିର…
ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ କଟକ ଶବ୍ଦର ବ୍ୟାଖ୍ୟା: କଟ=ବେଷ୍ଟନ କରିବା+କର୍ତ୍ତୃ. ଅକ ଏ ଶବ୍ଦର ସଂସ୍କୃତ ବିଶେଷ୍ୟ ହିସାବରେ ଯେଉଁ ଅର୍ଥ ସବୁ ଭାଷାକୋଷରେ ଅଛି ତାହା ଏଠାରେ ଦିଆଗଲା …. ୧●ସାନୁ; ପର୍ବତର ମଧ୍ୟଦେଶ★ ୨● ବଳୟ; ହାତଖଡ଼ୁ ୩●ଗୋଡ଼ଖଡ଼ୁ ୪●ଚକ୍ର ★ ୫● ନଗର; ରାଜଧାନୀ★ ୬●ସୈନ୍ୟ★ ୭●…
ଲେଖା: ଦେଵ ତ୍ରିପାଠୀ “ତଟିନୀବଳୟିତ ତରୁକୁଳପୁଲକିତ ବାଳ ମହୀଧରବାସିନ୍, ଜୟ ଜୟ ଶଙ୍କର ସର୍ବଶୁଭଙ୍କର ଭକ୍ତ ବିପତ୍ତିବିନାଶିନ୍ II” (କବିବର ରାଧାନାଥ ରାୟ) ମା’ କଟକଚଣ୍ଡୀ, ଗଡଚଣ୍ଡୀ ପରି ପ୍ରାଚୀନ ଶକ୍ତିପୀଠ ପାଇଁ କଟକ ମହାନଗର ଶକ୍ତିପୀଠ ଭାବେ ଖ୍ୟାତିମାନ ହୋଇଥିଲେ ମଧ୍ୟ ନଗର ମଧ୍ୟରେ ପ୍ରତିଷ୍ଠିତ ଅମରେଶ୍ୱର ମନ୍ଦିର ତଥା ମହାନଗର ସୀମାସଂଲଗ୍ନ ଭାବରେ…
ଲେଖା: ଦେଵ ତ୍ରିପାଠୀ ୧୧୮୦ ଖ୍ରୀଷ୍ଟାବ୍ଦ ପାଖାପାଖି କୌଣସି ସମୟ । ମହାରାଜା ଦ୍ଵିତୀୟ ଅନଙ୍ଗଭୀମ ଦେଵ ଚଉଦ୍ଵାର ରାଜବାଟୀରୁ ମହାନଦୀ ପାର ହୋଇ ଆସି ପହଞ୍ଚିଲେ ସେଠାରେ । ସେ ସ୍ଥାନଟିର କି ଅଜଣା ଆକର୍ଷଣ ଓ ମାହାତ୍ମ୍ୟ ସେ ଅନୁଭବ କଲେ, କ୍ଷଣିକେ ଯୋଜନା କରିଥିଲେ ସେଠାରେ ଗଡ଼ଟିଏ ପ୍ରତିଷ୍ଠା କରିବା ପାଇଁ…