Physical Address
Sai Samarpanam, Satya Vihar, Bhubaneswar
ଲେଖା: ବିଶ୍ଵରଞ୍ଜନ ମହାପାତ୍ର ସମଲେଶ୍ୱରୀ ମନ୍ଦିର ଓଡ଼ିଶାର ସମ୍ବଲପୁର ସହର ଉପକଣ୍ଠରେ ଥିବା ମା’ ସମଲେଶ୍ୱରୀ ଠାକୁରାଣୀଙ୍କର ଏକ ମନ୍ଦିର । ରାମାୟଣ କଥାବସ୍ତୁରେ ମହୀରାବଣ ଲଙ୍କାଗଡ଼ର ଅଧିଷ୍ଠାତ୍ରୀ ଦେବୀ ଲଙ୍କେଶ୍ୱରୀଙ୍କ ନିକଟରେ ବଳିଦେବାକୁ ଶ୍ରୀରାମ ଓ ଲକ୍ଷ୍ମଣଙ୍କୁ ନେଇ ଯାଇଥିଲେ । ସେଠାରେ ହନୁମାନ କୌଶଳକ୍ରମେ ଲଙ୍କେଶ୍ୱରୀ ଦେବୀଙ୍କୁ ପରାହତ ଓ ମହୀରାବଣଙ୍କୁ ଅସ୍ତ୍ରାଘାତ…