Physical Address
Sai Samarpanam, Satya Vihar, Bhubaneswar

~ ମାଣବସା ଗୁରୁବାର ~ ଉପସ୍ଥାପନା: ଅମୃତେଶ ଖଟୁଆ ଲକ୍ଷ୍ମୀ ମାଆ ଦେଖିଲେ ଯାଇ ନଗରୀ-ପ୍ରାନ୍ତରେ ଚଣ୍ଡାଳର କୁଟୀରଟିଏ ଅତୁଳ ଛବି ଧରେ । ଗୋମୟ ଲିପା ଅଗଣାତଳ ଦିଶୁଚି କେଡ଼େ ସୁନିରିମଳ ନୟନ ମନ ନେଉଚି ହରି ପିଠଉ-କମ-ଝୋଟି ଶତେକ ଦଳେ ହୋଇଚି ଲେଖା ପଦ୍ମଫୁଲ ଗୋଟି । (ଛନ୍ଦକବି ରାଧାମୋହନ ଗଡ଼ନାୟକଙ୍କ ‘ଶ୍ରୀୟା…

ଲେଖା: ଦେବ ତ୍ରିପାଠୀ ଗାଁ ମାଟିର ତୁଟାଇ ଶିରୀ ସହର ଚାହେଁ ଉଙ୍କି, ବଗଡା ଭାତ ରୁଚୁନି ଆଉ ଅଲୋଡ଼ା ଆଜି ଢିଙ୍କି II ଦିନକୁଦିନ ଯନ୍ତ୍ରସଭ୍ୟତା ଭିତରେ ପେଷି ହୋଇ ଯାଉଥିବା ମଣିଷ ହରାଇବସୁଛି ନିଜର କର୍ମଦକ୍ଷତା । ଏହି ସମାଜ ଆଧୁନିକତା ଛଳରେ ସହରୀସଭ୍ୟତା ସହ ନିଜକୁ ତଉଲି ଚାଲିବାର ଉଦ୍ୟମ କରିଛି…