Physical Address
Sai Samarpanam, Satya Vihar, Bhubaneswar
ଲେଖା: ଶିବାଶିଷ ମହାପାତ୍ର ଓଡ଼ିଶାର ଆରାଧ୍ୟ ଦେବତା ଜଗନ୍ନାଥଙ୍କ ଅତିପ୍ରିୟ ତୁଳସୀ । ଆଜିର ଦିନରେ କେନ୍ଦୁଝର ଜିଲ୍ଲା ବଡ଼ବିଲ ନିକଟସ୍ଥ ବଣଜଙ୍ଗଲ ଘେରା ଏକ ଆଦିବାସୀ ଅଧ୍ୟୁଷିତ ଗ୍ରାମ କାଇଁଶିରେ ଭାରତ ସ୍ବାଧୀନ ହେବାର ଗୋଟିଏ ମାସ ପୁର୍ବରୁ ଜନ୍ମ ଗ୍ରହଣ କରିଥିଲେ ସେହି ତୁଳସୀ, ଯାହାଙ୍କୁ ସମସ୍ତେ ଜାଣନ୍ତି ପଦ୍ମଶ୍ରୀ ତୁଳସୀ ମୁଣ୍ଡା…
ଲେଖା: ନିରଞ୍ଜନ ସାହୁ ଓଡ଼ିଶା ପ୍ରଦେଶର ‘କସ୍ତୁରବା ଗାନ୍ଧୀ ଟ୍ରଷ୍ଟ ଫଣ୍ଡ’ର କାର୍ଯ୍ୟ ପରିଚାଳନା ଦାୟିତ୍ଵ ନ୍ୟସ୍ତ ହେଲା ରମାଦେବୀଙ୍କ ଉପରେ ୧୯୪୫ ମସିହାରେ । ସାତ ବର୍ଷ ମଧ୍ୟରେ ରାଜ୍ୟରେ ଏହି କେନ୍ଦ୍ର ଦ୍ବାରା ଆଠଟି ମାତୃମଙ୍ଗଳ ଓ ନ’ଟି ଗ୍ରାମସେବା କେନ୍ଦ୍ର, କେତୋଟି ଲୁଗାବୁଣା କେନ୍ଦ୍ର ସ୍ଥାପନ ହେଲା ରମାଦେବୀଙ୍କ ତତ୍ତ୍ଵାବଧାନରେ ।…
ବଡ଼ବାପା ଓଡ଼ିଆ ଜାତିର କୁଳବୃଦ୍ଧ, ବାପା ବ୍ରିଟିଶ ସରକାରଙ୍କ ଅଧୀନରେ ଡେପୁଟି କଲେକ୍ଟର, ଓଡ଼ିଆ ଭାଷାରେ ଗୋଟିଏ ଆଦ୍ୟ ଉପନ୍ୟାସ 'ଭୀମାଭୂୟାଁ' ର ଲେଖକ। ଅଜା ନନ୍ଦକିଶୋର ଦାସ ଓଡ଼ିଶାର ପ୍ରଥମ ସିଭିଲିଆନ୍। ମାମୁଁ ରାଜକିଶୋର ଦାସ ଡେପୁଟି କଲେକ୍ଟର, ମା ବସନ୍ତ କୁମାରୀ ଦେବୀ ସୁସାହିତ୍ୟିକା । ଶ୍ଵଶୁର ଗୋକୁଳାନନ୍ଦ ଚୌଧୁରୀ ପୁରୁଷ ପୁରୁଷର ନାଁ ଥିବା ଜମିଦାର, କଟକ ଜିଲ୍ଲା ବୋର୍ଡର ଚେୟାରମାନ୍ ତଥା ଜାତିସ୍ମର ମଧୁସୂଦନ ଦାସଙ୍କ ସହକର୍ମୀ । ଏହି ଅଲିଅଳ ଝିଅଟି ଓଡି଼ଶା ମାଟିରେ ଆତ୍ମତ୍ୟାଗ, ସେବା, ପରୋପକାର, ସଦ ବିଚାର, ସ୍ଵାଧୀନତା ସଂଗ୍ରାମ, ମହତ ମଣିଷର ଜୀବନ୍ତ ପ୍ରତିମୂର୍ତ୍ତି ଦେଶପୂଜ୍ୟା ରମାଦେବୀ ଚୌଧୁରୀ, ମା' ରମାଦେବୀ . .
ଉପସ୍ଥାପନା: ନିରଞ୍ଜନ ସାହୁ ଇଂରେଜ ସରକାରଙ୍କ ଅକଥନୀୟ ଅତ୍ୟାଚାର ଓ ନଛୋଡବନ୍ଧା ନୀତିକୁ ଦୃଷ୍ଟିରେ ରଖି ମହାତ୍ମାଗାନ୍ଧୀ ୧୯୪୨ ମସିହା ଅଗଷ୍ଟ ମାସ ୮ ତାରିଖରେ ‘କର ବା ମର’ ସ୍ଲୋଗାନ ଦେଇ ସ୍ଵାଧୀନତା ସଂଗ୍ରାମ ଚାଲୁ ରଖିବା ପାଇଁ ଆହ୍ୱାନ ଦେଇଥିଲେ। ସାରା ଦେଶରେ ଏ କଥା ବିଦ୍ୟୁତ ବେଗରେ ବ୍ଯାପିଗଲା ଓ ପ୍ରବଳ…
ଲେଖା: ବିଶ୍ୱଜିତ ରାଉତରାୟ ଅଣଓଡିଆ ଝିଅଟିଏ । ଜନ୍ମ ତାଙ୍କର ସମ୍ଭ୍ରାନ୍ତ ଘରେ । ଶାନ୍ତିନିକେତନରେ ପାଠପଢା । ସେ ମେଧାବୀ ସେ ହସ୍ତଶିଳ୍ପୀ ସେ ସଙ୍ଗୀତଜ୍ଞା ସେ ଥିଲେ ସର୍ବଗୁଣସମ୍ପନ୍ନା । ପରିଚୟ ହେଲା ଦିନେ ଜଣେ ଓଡିଆପୁଅ ସହିତ ! ପରିଚୟ ଶୁଭପରିଣୟରେ ପରିବର୍ତ୍ତନ ହେଇଗଲା । ନିଜର ଆତ୍ମୀୟ ଓ ଅତୀତ…
ଲେଖା: ନିରଞ୍ଜନ ସାହୁ ୧୯୩୦ ମସିହା। ସତ୍ୟାଗ୍ରହ ଆନ୍ଦୋଳନ ବେଶ୍ ସକ୍ରିୟ ହୋଇ ଉଠୁଥାଏ ଭାରତବର୍ଷରେ। ଓଡ଼ିଶାରେ ତ ଅଭୂତପୂର୍ବ ସଫଳତା ମଧ୍ୟରେ ଆଗେଇ ଚାଲିଥାଏ। ଏହି ସମୟରେ ଜୁଲାଇ ମାସରେ ରେଳଗାଡ଼ିଟିଏ କଟକ ବାଟ ଦେଇ ଯାଉଥାଏ ମାନ୍ଦ୍ରାଜ ସହର ଅଭିମୁଖେ,’ମାନ୍ଦ୍ରାଜ ମେଲ୍’। ହଠାତ୍ କୌଣସି କାରଣ ନଥାଇ କୌଣସି ଷ୍ଟେସନ ନଥାଇ ରେଳଗାଡ଼ି…
ଲେଖା: ଦେଵ ତ୍ରିପାଠୀ ଐତିହାସିକ ଷ୍ଟର୍ଲିଂଙ୍କ ମତରେ ସେତେବେଳେ ଭାରତବର୍ଷରେ ସର୍ବଶ୍ରେଷ୍ଠ ଲୁଣ ଆମ ଓଡ଼ିଶାରେ ହିଁ ମିଳୁଥିଲା, ଏବଂ ସର୍ବସାଧାରଣଙ୍କ ଦ୍ଵାରା ବହୁଳ ପରିମାଣରେ ଉତ୍ପାଦିତ ହେଉଥିବା କାରଣରୁ ଓଡିଆଙ୍କ ଜୀବନ, ଜୀବିକା ଓ ଅର୍ଥନୀତିରେ ଏହାର ପ୍ରଭାବ ଥିଲା ଅତୁଳନୀୟ । କିନ୍ତୁ ଇଷ୍ଟ ଇଣ୍ଡିଆ କମ୍ପାନୀର ଲବଣ ଆଇନ ଫଳରେ ଲୋକେ…