Tag ରୀତିଯୁଗ

ବୈଦେହୀଶ ବିଳାସ

ସୌରଭିତ ସୃଷ୍ଟି: କବିକୁଳକଞ୍ଜ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ~ ବୈଦେହୀଶ ବିଳାସ ~ ମହାକାବ୍ୟ “ବୈଦେହୀଶ ବିଳାସ” ମହାକବି କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କର ସର୍ବଶ୍ରେଷ୍ଠ ଅବଦାନ। ଭାବର ଗାମ୍ଭୀର୍ଯ୍ୟରେ, ଭାଷାର ମାଧୁର୍ଯ୍ୟରେ, ଛନ୍ଦର ଲାଳିତ୍ୟରେ, ଅପରୂପ ଶବ୍ଦବିନ୍ୟାସ ଓ ଆଳଙ୍କାରିକ ଶୈଳୀରେ ଏହା ପ୍ରାଚୀନ ଉତ୍କଳ ସାହିତ୍ୟର ଏକ ଅମୂଲ୍ୟ ରତ୍ନ। କେବଳ ଉତ୍କଳ ସାହିତ୍ୟ…

ଅଭିମନ୍ୟୁ ସାମନ୍ତସିଂହାର

ଲେଖା: ନିରଞ୍ଜନ ସାହୁ ବିଦଗ୍ଧ କବି ଅଭିମନ୍ୟୁ ସାମନ୍ତସିଂହାର, ମହାଭାଗ ଆଜ୍ଞା,  ସାଷ୍ଟାଙ୍ଗ ଦଣ୍ଡବତ ପ୍ରଣାମ। କୋଟିଏ ନୁହେଁ କେତେ କୋଟି। କାହାକୁ କେମିତି ଏମିତି ଭାବ ଲାଗିବ କେଜାଣି। ଆମ ମନକୁ ତ ଧସେଇ ପଶିଛି, ଏକୁ ଏଡେ଼ଇବାକୁ ଆମର ଜୁ ନାହିଁ। କେମିତି ଏମିତି ଏ ଭାବ ନ ଆସିବ ଯେ ?…

ଦୀନକୃଷ୍ଣ ଦାସ

ଲେଖା: ନିରଞ୍ଜନ ସାହୁ ରୀତିଯୁଗର ଅନ୍ୟତମ ପ୍ରତିଭା ସନ୍ଥକବି ଦୀନକୃଷ୍ଣ ଦାସ ! “କୃପାସିନ୍ଧୁ ବଦନ କରି ଅବଲୋକନ, କେଉଁ କରମହୀନ ଜନ, କାକୁସ୍ତଭର ହୋଇ କର ଯୋଡ଼ି ଜଣାଇଁ ଗରୁଡ଼ ସ୍ତମ୍ଭ ସନ୍ନିଧାନ ହେ ମହାପ୍ରଭୁ ! କୃପା ସରିତ ପତି ହୋଇ କର୍ମହୀନ ଜନର ତହିଁ, କରୁଣା କଲ ନାହିଁ କିମ୍ପା ହେ…

କବି ଗୋପାଳକୃଷ୍ଣ ପଟ୍ଟନାୟକ

ଲେଖା: ନିରଞ୍ଜନ ସାହୁ “ଏ ସମସ୍ତ ବୈଷ୍ଣବ କବିଙ୍କ ଭିତରେ କେବଳ ଗୋପାଳକୃଷ୍ଣଙ୍କ ରଚନାକୁ ଆସିଲେ ଆମେ ବାଧ୍ୟ ହୋଇ ଅନୁଭବ କରୁ ଯେ, ଆମେ ଏକ ଭାବପ୍ରବଣ ଓ ସ୍ପର୍ଶକାତର ଆତ୍ମା ନିକଟରେ ପହଞ୍ଚିଛୁ। ସେ ଏକ ମହତ ପ୍ରେମର ତୀବ୍ରତା ନିଜ ଜୀବନରେ ଅଙ୍ଗେ ନିଭେଇଥିଲେ। ଗୋପାଳକୃଷ୍ଣଙ୍କ ଗୀତାବଳୀରେ ରାଧା ଓ କୃଷ୍ଣ…

ବ୍ରଜନାଥ ବଡ଼ଜେନା

ଲେଖା: ନିରଞ୍ଜନ ସାହୁ ଅଷ୍ଟାଦଶ ଶତାବ୍ଦୀ ଥିଲା ଓଡ଼ିଆ କାବ୍ୟସାହିତ୍ୟର ଅପୂର୍ବ ଯୁଗ । ରୀତି ଓ ଗୀତିଯୁଗ ନାମରେ ନାମିତ ଏହି ଯୁଗରେ ଉତ୍କଳ ସାହିତ୍ୟାକାଶରେ ଆବିର୍ଭାବ ଘଟିଥିଲା ବହୁ ବିଶିଷ୍ଟ କବିମାନଙ୍କର। ଆମେ ଯେତେବେଳେ ସର୍ବାଗ୍ରେ ସ୍ମରଣ କରୁ କବିସମ୍ରାଟଙ୍କୁ, ସେତିକିବେଳେ ଅନ୍ୟାନ୍ୟ ପ୍ରତିଭାପୁଞ୍ଜ ଆମ ଦୃଷ୍ଟି ସମ୍ମୁଖରେ ଉଦଭାସିତ ହୋଇଉଠନ୍ତି, ଅଭିମନ୍ୟୁ,…