Physical Address
Sai Samarpanam, Satya Vihar, Bhubaneswar

ଲେଖା: ଦେଵ ତ୍ରିପାଠୀ ଓଡିଶାରେ ବୋଦ୍ଧଧର୍ମର ବିଲୟ, ତାନ୍ତ୍ରିକଧର୍ମର ଅଭ୍ୟୁଦୟ ଓ ଭକ୍ତିଧର୍ମର ଆତ୍ମପ୍ରକାଶ ପରେ ‘ଆଧ୍ୟାତ୍ମିକ ମନୋରଞ୍ଜନ’ର ମାଧ୍ୟମ ଭାବରେ ପରିପ୍ରକାଶ ପାଇଥିଲା ସୁଲଳିତ ପଦାବଳୀ ସମ୍ବଳିତ ସାଙ୍ଗୀତିକତାରେ ଉଛ୍ୱସିତ “ଲୀଳା” ଯୁଗର ମହାର୍ଘ ପରମ୍ପରା । ଲୋକନାଟକର ସଶକ୍ତ ଶାଖା ରୂପେ ଏହି ଲୀଳାଯୁଗର ପ୍ରବର୍ତ୍ତକ ଥିଲେ ଭକ୍ତିଯୁଗର ଉଦ୍ଗାତା ଅତିବଡ଼ି ଜଗନ୍ନାଥ…

ଲେଖା: ଦେଵ ତ୍ରିପାଠୀ ଆସନ୍ତୁ ବୁଲିଯିବା ଶ୍ରୀକ୍ଷେତ୍ର ! ଏ ଏକ ସିଦ୍ଧପୀଠ ! ଏ ବିଶ୍ୱର ଏକ ବିରଳ ପୀଠ ଯେଉଁଠି ଦାରୁ ବିଗ୍ରହ ରୂପେ ପୂଜିତ ମହାପ୍ରଭୁ ଶ୍ରୀରାମଚନ୍ଦ୍ର, ଶ୍ରୀଲକ୍ଷ୍ମଣ, ଜଗଦ୍ଧାତ୍ରୀ ଦେବୀ ସୀତା ତଥା ମହାବୀର ଶ୍ରୀହନୁମାନ ! ଏ ପୀଠ ଶ୍ରୀରାମଚନ୍ଦ୍ରଙ୍କ ଶ୍ରୀକ୍ଷେତ୍ର ! ରଘୁନାଥଜୀଉ ପୀଠ ! ଏଠାରେ…

ଲେଖା: ଶିବାଶିଷ ମହାପାତ୍ର ଓଡ଼ିଶା ନିଜର ସଂସ୍କୃତି ପରମ୍ପରା ତଥା ଐତିହ୍ୟ ପାଇଁ ସାରା ଭାରତ ବର୍ଷରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି । ଏହାର କୋଣ ଅନୁକୋଣ ଇତିହାସ ସହ ସଂଶ୍ଳିଷ୍ଟ ରହିଛି । ପଶ୍ଚିମ ଓଡ଼ିଶାର ମାଳଭୂମି, ପାହାଡ଼, ଜଙ୍ଗଲ, ନଦୀ, ଝରଣା, ମନ୍ଦିର ମାନଙ୍କର ଏକ ବିଶେଷ ଆକର୍ଷଣ ରହିଛି…