Tag ଶ୍ରୀଜୀଉ

ଶ୍ରୀଜୀଉ

ଲେଖା: ଶିଶିର ସାହୁ ମନୋଜ ଓଡ଼ିଶାରେ ଶ୍ରୀଜଗନ୍ନାଥଙ୍କୁ ଭକ୍ତିଭାଵରେ ‘ଶ୍ରୀଜୀଉ’ ସମ୍ଭୋଧନ କରାଯାଏ । ଏ ଶବ୍ଦ ସମ୍ବନ୍ଧରେ କେତେକ ଗଵେଷକ ମତଦିଅନ୍ତି ଯେ ମଧ୍ଯଯୁଗରେ ରାମାନନ୍ଦୀ ନିମ୍ବାର୍କ ଆଦି ଵୈଷ୍ଣଵମତ ପ୍ରଚାରକମାନଙ୍କ ପ୍ରଭାବରେ ତାଙ୍କର ବିଷ୍ଣୁଙ୍କୁ “ଶ୍ରୀଜୀ” ସମ୍ବୋଧନଟି ବୋଧହୁଏ ପୂର୍ଵଭାରତରେ “ଶ୍ରୀଜୀଉ” ହୋଇଯାଇଛି । ତେଵେ କେତେ ଶତାବ୍ଦୀ ପୂର୍ଵରୁ ଉତ୍ତରଭାରତରେ ଏହି…

ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କର ବନକଲାଗି

ଲେଖା: ବିଶ୍ୱରଞ୍ଜନ ମହାପାତ୍ର ମାନବୀୟ ଲୀଳାର ଅନନ୍ଯ ନିଦର୍ଶନ, ଦୈନିକ ପୁନଃପୁନଃ ଧୂପ, ଦୀପର ଧୁଆଁଳିଆ ଗୁଳୁଗୁଳି ଓ ଆର୍ଦ୍ରତା ପ୍ରଭାବରେ ଶ୍ରୀଜିଉମାନଙ୍କର ମୁଖମଣ୍ତଳ ବିବର୍ଣ୍ଣିତ ହେବା ଯୋଗୁ ପ୍ରତିମାସରେ ହାରାହାରି ଦୁଇଥର ମୁଖଶ୍ରୀର ପ୍ରସାଧନ (ରଙ୍ଗଲାଗି) ବା ବନକଲାଗି ହୋଇଥାଏ । ବନକ ଲାଗି ରୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନଙ୍କ ଦ୍ୱାରା କରାଯାଇଥାଏ…