Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
Physical Address
ଖଟବିନ୍ ସାହି, ବକ୍ସି ବଜାର, କଟକ, ଓଡିଶା
ଲେଖା: ସିଂହାରୀ ଆଲୋକ ଖୁଣ୍ଟିଆ ~ ସ୍ମୃତିରେ ପଣ୍ଡିତ ଗୋପବନ୍ଧୁ ଦାସ ~ “ମିଶୁ ମୋର ଦେହ ଏ ଦେଶ ମାଟିରେ, ଦେଶବାସୀ ଚାଲି ଯାନ୍ତୁ ପିଠିରେ, ଦେଶର ସ୍ଵରାଜ୍ୟ ପଥେ ଯେତେ ଗାଢ଼ ପୁରୁ ତହିଁ ପଡି ମୋ ମାଂସ ହାଡ଼ !” (ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ) ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ…
ଲେଖା: ଅମ୍ରିତେଶ ଖଟୁଆ “ଉତ୍କଳ ପରି ଭୂଖଣ୍ଡ ନାହିଁ ଭାରତରେ, ମର୍ତ୍ତ୍ୟ ବଇକୁଣ୍ଠ ଅଛି ଉତ୍କଳ ଦେଶରେ। ଗଙ୍ଗାଠାରୁ ଗୋଦାବରୀ ଯାଏଁ ଏ ଉତ୍କଳ, ପୁଣ୍ଯ ପବିତ୍ର ଭୂଖଣ୍ଡ ଶରୀର ବିଶାଳ।” ଇଂରେଜ ସରକାରଙ୍କ ଅମଳରେ ଚାଲୁଥାଏ ବିହାର-ଓଡିଶା ବ୍ୟବସ୍ଥାପକ ସଭା। ଓଡ଼ିଶାରୁ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ବିଭିନ୍ନ ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇ ଜନସାଧାରଣଙ୍କ…
ହେ ପ୍ରଭୁ, ଭବିଷ୍ୟତରେ ମୋତେ ଆଉ ପୁଅ ଦିଅନା, ନହେଲେ ସଂସାର ବନ୍ଧନରେ ମୁଁ ଦୁନିଆଁ ଭୁଲିଯିବି . . !
ଲେଖା: ଇଂ ରଜତ କୁମାର ପତି ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ, ଆଦର୍ଶ ଶିକ୍ଷାଦାନ, ଜନସେବା ଓ ସ୍ୱାଧୀନତା ଆନ୍ଦୋଳନରେ ନିଜକୁ ସମ୍ପୂର୍ଣ୍ଣ ନିୟୋଜିତ କରିଥିବା ନିଃସ୍ୱାର୍ଥପର ଆର୍ତ୍ତ ସେବକ, ପଞ୍ଚସଖାଙ୍କ ମଧ୍ୟରେ ଅନ୍ୟତମ ଆଚାର୍ଯ୍ୟ ହରିହର ଦାସ ମହୋଦୟଙ୍କ ଜନ୍ମ ହୋଇଥିଲା ୧୮୭୯ ମସିହା ଫେବୃୟାରୀ ମାସ ୧୨ ତାରିଖ, ଫଗୁଣ ଶୁକ୍ଳ ଚତୁର୍ଦ୍ଦଶୀ…
ଲେଖା: ଅମ୍ରିତେଶ ଖଟୁଆ ଓଡ଼ିଶାର ମାଟି ସବୁବେଳେ ବପୁସ୍ଫୀତ କରି ଆଜି ନାନାବିଧ ଦୁର୍ବିପାକ ଓ ନିଷ୍ପେସନ ସତ୍ତ୍ଵେ ବୀରପୁତ୍ରମାନଙ୍କ ପାଇଁ ନିର୍ଭୀତା ହୋଇ ଦଣ୍ଡାୟମାନ ସମଗ୍ର ବିଶ୍ଵାୟିତ ମଞ୍ଚାସନରେ। କେବଳ ଯେ ମହାଭାରତୀୟ ସ୍ରୋତରେ ଏହାର ପ୍ରବାହ ବାରିତ, ବରଞ୍ଚ ବିଶ୍ଵକ୍ଷେତ୍ରର ପରିମିତ ସ୍ଥଳରେ ଏକ ଅପ୍ରତ୍ୟାଶିତ ନବଦିଗନ୍ତ ସୃଷ୍ଟି କରିଆସି ମାଟିର ମହିମାକୁ…
ଉପସ୍ଥାପନା: ନିରଞ୍ଜନ ସାହୁ ପିଲାଦିନେ ସେ ଥିଲେ ଚଞ୍ଚଳ ପ୍ରକୃତିର। ପାଠ ପଢ଼ାରେ ମନ ଊଣା। ଚାଟଶାଳୀରେ ଅବଧାନଙ୍କ ପାଖରେ ବସି ରହି, ପାଠ ମୁଖସ୍ଥ କରିବାକୁ ଆଗ୍ରହ ଏକରକମ ଶୂନ୍ୟ। ଚାହାଳୀରୁ ଲୁଚି ପଳାଇବା ବେଳେ ଅବଧାନ ପଠାଉଥିଲେ ଅନ୍ୟ ବଡ଼ ପିଲାଙ୍କୁ ଧରି ଆଣିବା ପାଇଁ। ସେ କିନ୍ତୁ ବିଜୁଳି ବେଗରେ ଧାଇଁ…
ଲେଖା: ଦେଵ ତ୍ରିପାଠୀ ୧୯୧୩ ମସିହା ଖରାଦିନ । ଓଡ଼ିଶା ମାଟିର ଜାତୀୟଗୌରବ ଶତାବ୍ଦୀର ସୂର୍ଯ୍ୟ କୁଳବୃଦ୍ଧ ମଧୁସୂଦନ ଦାସ ଆସି ସବୁକିଛି ବୁଲି ଦେଖୁ ଦେଖୁ ପ୍ରଶଂସା ମୁଖରିତ ହୃଦୟରେ କହିପକାଇଲେ, “ଏ ମାଟିରେ ନାଳନ୍ଦାଟିଏ ଠିଆ କରିଦେଲ ଗୋପବନ୍ଧୁ ! ଏ ବିଦ୍ୟାଳୟକୁ ତ ଇଟାପଥର କି ଟଙ୍କାରେ ଗଢିନ; ରକ୍ତ, ମାଂସ…