Physical Address
Sai Samarpanam, Satya Vihar, Bhubaneswar

ଲେଖା ଦେଵ ତ୍ରିପାଠୀ ୧୯୦୩ ମସିହା । ଶ୍ମଶାନିତ ହୋଇ ସରୀସୃପ ନିଦ୍ରାରେ ଶୋଇ ପଡିଥିବା ଇତିହାସ ପ୍ରସିଦ୍ଧ ଜାତିଟି କଡ଼ ଲେଉଟିବାକୁ ଆରମ୍ଭ କରିଥିଲା। ଯୁଗପୁରୁଷ ମଧୁବାବୁଙ୍କ ପ୍ରଭାବରେ ରାଜ୍ୟର ବହୁ ପ୍ରାନ୍ତ, ବହୁ ମୂଲକରୁ ଶୁଭୁଥିଲା ରଣହୁଙ୍କାର । ସ୍ତିମିତପ୍ରାୟ ଧିମେଇ ରହିଥିବା ବହୁ ଆଗ୍ନେୟଉତ୍ସ ସାମିଲ ଥିଲେ ସେଇ ମହାସ୍ରୋତରେ !…

ଲେଖା: ଅରବିନ୍ଦ ମହାନ୍ତି ଲିଙ୍ଗରାଜଙ୍କ ଦେଉଳବେଢାର ଦକ୍ଷିଣ ପଶ୍ଚିମ କୋଣରେ ଦେବୀ ସାବିତ୍ରୀ ଦେଉଳ ଅବସ୍ଥିତ। ଏହା ଏକ ଖାକରା ଶୈଳୀର ମନ୍ଦିର ଅଟେ। ଏହି ମନ୍ଦିରର ନିର୍ମାଣ ଶୈଳୀ ଦେବୀ ଗୋପାଳୁଣୀଙ୍କ ମନ୍ଦିର ସହ ପ୍ରାୟତଃ ସମାନ। ଦେବୀଙ୍କ ତିନି ପାର୍ଶ୍ୱରେ ତିନିଜଣ ପାର୍ଶ୍ୱ ଦେବୀ ବିରାଜମାନ। ମୂର୍ତ୍ତିଗୁଡ଼ିକ କ୍ଷୟ ହୋଇଯାଇଥିବରୁ ସେମାନଙ୍କ ପରିଚୟ…