Physical Address
Sai Samarpanam, Satya Vihar, Bhubaneswar
ଲେଖା: ଅମ୍ବିକା ପଟ୍ଟନାୟକ ଅବିସ୍ମରଣୀୟ ବ୍ୟକ୍ତିତ୍ୱ : ପଣ୍ଡିତ ଗୋପୀନାଥ ନନ୍ଦଶର୍ମା ! “ନାମରେ ପ୍ରୟାସ ନାହିଁ, ଅର୍ଥରେ ପିପାସା ନାହିଁ, ନିନ୍ଦାସ୍ତୁତି ପ୍ରତି ଭୃକ୍ଷେପ ନାହିଁ l ଅନନ୍ୟ ଚିତ୍ତରେ କେବଳ ସାହିତ୍ୟ ନିମନ୍ତେ ସାହିତ୍ୟର ଅନୁଶୀଳନ ନନ୍ଦ ମହାଶୟଙ୍କ ବ୍ରତ l ଏହି କବି ମୂଳଗ୍ରନ୍ଥର ଅନୁବାଦ କରିନାହାନ୍ତି କିମ୍ବା ଅବିକଳାନୁକରଣରେ ମଧ୍ୟ…
~ ନବଗୁଞ୍ଜର: ଓଡିଆ ସଂସ୍କୃତିର ସ୍ଵାତନ୍ତ୍ର୍ୟ ~ ସୌରଭିତ ସୃଷ୍ଟି: ରାଧାମୋହନ ଗଡ଼ନାୟକ ୧୯୮୭ ମସିହାର ସଂସ୍କରଣ ରୂପେ ପ୍ରକାଶିତ କବି #ରାଧାମୋହନ #ଗଡ଼ନାୟକଙ୍କ “ନବଗୁଞ୍ଜର ମୂରତି ସିଏ” ହେଉଛି ତାଙ୍କର “ନବଗୁଞ୍ଜର ମୂରତି” ସଙ୍କଳନର ଚାରିଗୋଟି କବିତାରୁ ଅନ୍ୟତମ। ଏଥିରେ ପ୍ରସିଦ୍ଧ ‘ନବଗୁଞ୍ଜର’ ରୂପର ବର୍ଣ୍ଣନା ଅତ୍ୟନ୍ତ ସାବଲୀଳ ଛଟାରେ ରଚିତ। ~ ନବଗୁଞ୍ଜର…
ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ କିଛି ଲୋକ ସାରଳା ଦାସଙ୍କୁ ଓଡ଼ିଆ ଭାଷାର ଜନକ କହି ବୁଲୁଛନ୍ତି ! ମାତ୍ର ଏହା ଠିକ୍ ନୁହେଁ ! ପ୍ରାକୃତିକ ଭାଷାକୁ ପ୍ରାକୃତ କୁହାଯାଏ ସେଥିପାଇଁ ଜଗନ୍ନାଥ ଦାସ ଆଦି ଅନେକ କବି ଓଡ଼ିଆ ଭାଷାକୁ ପ୍ରାକୃତ ବିବେଚିତ କରିଛନ୍ତି ! କୃତ୍ରିମ ଭାଷାଗୁଡ଼ିକୁ ଜଣେ…
ଲେଖା: ଦେଵ ତ୍ରିପାଠୀ “ଛି ଛି ମଦ ପିଇବି ନାହିଁ ଲୋ କଳାପାଣି ପରି ଦିଶେ, ସେଇ କଳାପାଣି ପେଟରେ ପଡ଼ିଲେ ଚଉଦ ଭୂବନ ଦିଶେ” ଏପରି ସୁଲଳିତ ଓ ବୋଧଗମ୍ୟ ପଦାବଳୀକୁ ନାଟକୀୟ ଅଭିନୟ ମାଧ୍ୟମରେ ସମାଜରେ ନିଶାନିବାରଣ ତଥା ଛୁଆଁଅଛୁଆଁ ଭଳି ସାମାଜିକ କୁସଂସ୍କାର, ଇଂରେଜ ଶାସନର ଅତ୍ୟାଚାର, ମାଦକ ବର୍ଜନ, ଓଡ଼ିଆଙ୍କ…
ଶୁଦ୍ରକବି ସାରଳା ଦାସ ମହାଭାରତର କଥାବସ୍ତୁକୁ ଉତ୍କଳୀୟତାରେ ଭରିଦେଇଛନ୍ତି। ସେ ଓଡି଼ଆ ମହାଭାରତରେ ଅନେକ ମୌଳିକ ଉପାଖ୍ୟାନ ସଂଯୋଜିତ କରିଛନ୍ତି ଯାହା ସଂସ୍କୃତ ମହାଭାରତ କିମ୍ବା ଅନ୍ୟ କୌଣସି ପୁରାଣ ଗ୍ରନ୍ଥରେ ଦେଖିବାକୁ ମିଳେନାହିଁ। ନବଗୁଞ୍ଜର ଉପାଖ୍ୟାନ ମଧ୍ୟ ଆଦିକବିଙ୍କର ସେହିପରି ଏକ ନୂତନ କଳ୍ପନା . .
ଲେଖା: ସୁଚେତା ପ୍ରଧାନ ଚନ୍ଦ୍ରାକିତ ରଜନୀ। କୁହୁଡିର ମଳିନ ଆସ୍ତରଣ ତଳେ ରୂପେଲି ଜ୍ୟୋତ୍ସ୍ନା ସୃଷ୍ଟି କରୁଥାଏ ଏକ ଅପରୂପ ମାୟା। ରାତି ପାହିଲେ ମହା କାର୍ତ୍ତିକର ମହା ପୂର୍ଣ୍ଣିମା। ରାତି ପାହିବାକୁ ତର ସହେନି। ଶିଶିର ସ୍ନାତ ପାହାନ୍ତି ପ୍ରହର ପୂର୍ବରୁ ଓଡିଶାର ଘରେ ଘରେ ଚହଳ। ବୋଇତ ବନ୍ଦାଣର ବେଳା। ଭଳିକି ଭଳି…