Tag ସୁରେନ୍ଦ୍ର ମହାନ୍ତି

ପୁରୁଷୋତ୍ତମପୁର

~ ଉପକଣ୍ଠର କଟକ: ପୁରୁଷୋତ୍ତମପୁର ~ ଲେଖା: ଅମୃତେଶ ଖଟୁଆ ମେଘସୁନ୍ଦର ଶ୍ରାବଣର ଘନଭୂରୁ ତଳେ ଅଳସ ଭାଙ୍ଗିଲାଣି ଭୋଦୁଅର ସକାଳ । ପ୍ରକୃତିସ୍ଥ ପ୍ରଭାତରେ ସଜାଗ ପ୍ରଶାନ୍ତିକୁ ପାଥେୟ କରି ନିରନ୍ତର ଶାନ୍ତିକାମୀ ମଣିଷ ଓ କଲ୍ୟାଣକାମୀ ଜୀବଜଗତର ଚେତନାରେ ଅଫୁରନ୍ତ ଉଚ୍ଛ୍ଵାସର ଆବାହନ । ସକାଳର ପୂର୍ବସ୍ମୃତିରେ ଗତରାତିରୁ ହିଁ ସେହି ଅପେକ୍ଷାରତ…

କଥାଶିଳ୍ପୀ ସୁରେନ୍ଦ୍ର ମହାନ୍ତି

ଲେଖା: ଅମ୍ବିକା ପଟ୍ଟନାୟକ ଲୋକସଭା ନିର୍ବାଚନର ଦାମାମା ବାଜୁଥବା ବେଳେ ନିର୍ଲିପ୍ତ ଭାବେ ସେଇ ପ୍ରାର୍ଥୀ ଏକ ଗଳ୍ପ ଲେଖି ଶ୍ରୀ ମନୋଜ ଦାସଙ୍କୁ କହି ପାରନ୍ତି “ଆପଣ ଥିଲେ ବୋଲି ଗପଟି ଲେଖି ପାରିଲି !” କେତେଦୂର ସାହିତ୍ୟ ମନସ୍କ ନହେଲେ ଜଣେ ଏଭଳି କରି ପାରିବେ? “ଅନ୍ଧ ଦିଗନ୍ତର ନିଧି ଦାସ ପରି ଚରିତ୍ର ମୁଁ…

ସୁରେନ୍ଦ୍ର ମହାନ୍ତି

ଲେଖା: ନିରଞ୍ଜନ ସାହୁ ~ ଓଡ଼ିଆ ସାହିତ୍ୟର ଦିଗବାରେଣି ସ୍ତମ୍ଭ ଯଶସ୍ବୀ ସାହିତ୍ୟରଥୀ ସୁରେନ୍ଦ୍ର ମହାନ୍ତି ~ ଜଣେ ପ୍ରଥିତଯଶା ସାହିତ୍ୟକାର ଭାବେ ସୁରେନ୍ଦ୍ର ମହାନ୍ତି ଓଡ଼ିଆ ସାହିତ୍ୟର ଚିରନ୍ତନ ଗର୍ବ। ଗଳ୍ପ, ଉପନ୍ୟାସ, ନାଟକ, ଜୀବନୀ, ଆତ୍ମଜୀବନୀ, ସାହିତ୍ୟ ସମାଲୋଚନା, ପ୍ରବନ୍ଧ, ମୁକ୍ତ ଆଙ୍ଗିକଧର୍ମୀ ଗଦ୍ୟ ଇତ୍ୟାଦିରୁ ତାଙ୍କ ପ୍ରତିଭାକୁ ଆକଳନ କରାଯାଇପାରେ। ~…